୧୧ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର | News Room Odisha

୧୧ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର

ଭୁବନେଶ୍ୱର- ରାଜ୍ୟ କ୍ୟାବିନେଟ ବୈଠକରେ ୧୧ଟି ପ୍ରସ୍ତାବ ଉପରେ ମୋହର ବାଜିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭିସି ଜରିଆରେ କ୍ୟାବିନେଟ ବୈଠକ ବସିଥିଲା । ଏଥିରେ ଅର୍ଥ, ମତ୍ସ୍ୟ ଓ ପଶୁସଂପଦ ବିକାଶ, ସାଧାରଣ ପ୍ରଶାସନ ବିଭାଗ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି ।