ପ୍ରଫେସର ରାଧାମୋହନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ସୂଚନା କମିଶନର ପ୍ରଫେସର ରାଧାମୋହନ ଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଏକ ଶୋକବାର୍ତାରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ସ୍ବର୍ଗତ ରାଧମୋହନଙ୍କୁ ଜଣେ ବିଶିଷ୍ଟ ପରିବେଶବିତ୍ ତଥା ଶିଷାବିତ୍ ଭାବରେ ବର୍ଣ୍ଣନା କରିଛନ୍ତି ।

ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମା ର ସଦ୍ ଗତି କାମନା କରିଛନ୍ତି ।

Comments are closed.