ରାଜ୍ୟରେ ଆଉ ୩୭ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର –ରାଜ୍ୟରେ ଗତ ୨୪ ଘଂଟାରେ ଆଉ ୩୭ ଜଣ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ୩୭ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫ ଜଣ ଅଛନ୍ତି । କଟକ ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ, ବରଗଡ, ଝାରସୁଗୁଡା, ପୁରୀ ଓ ସୁନ୍ଦରଗଡରୁ ୩ ଜଣ ଲେଖାଏଁ, ବଲାଙ୍ଗିର,ଦେବଗଡ, କେନ୍ଦ୍ରାପଡା ଓ ରାୟଗଡା ଜିଲ୍ଲାରୁ ୨ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି ।

Comments are closed.