ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷଙ୍କ ବିୟୋଗରେ ଶୋକବ୍ୟକ୍ତକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି । ସେ ଜଣେ ଅଭିଜ୍ଞ ଓ ଦକ୍ଷ ପୋଲିସ ଅଫିସର ଥିଲେ । ଏଥିସହ ସେ ଜଣ ସଫଳ ଲେଖକ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଦିବଂଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.