ଗାୟିକା ତପୁ ମିଶ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର – ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଆ ସଂଗୀତ ଜଗତରେ ସ୍ଥାପନ କରିଥିବା କୀର୍ତ୍ତି ସର୍ବଦା ତାଙ୍କୁ ସ୍ମରଣୀୟ କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି । ତପୁଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.