ସ୍ନାନ ପୂର୍ଣ୍ଣିମାରେ ଠାକୁରଙ୍କ ଗଜାନନ ବେଶ ନେଇ ଦଇତାପତି ଓ ପୁଷ୍ପାଳକଙ୍କ ସହ ଆଲୋଚନା କଲେ ପୁରୀ ଜିଲ୍ଲାପାଳ

ପୁରୀ – ସ୍ନାନ ପୂର୍ଣ୍ଣିମାରେ ଠାକୁରଙ୍କ ଗଜାନନ ବେଶ ପ୍ରସଙ୍ଗରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି । ଗଜାନନ ବେଶ ନେଇ ଦଇତାପତି ଓ ପୁଷ୍ପାଳକଙ୍କ ସହ ଆଲୋଚନା କରିଛନ୍ତି ଜିଲ୍ଲାପାଳ । ଶ୍ରୀମନ୍ଦିର ସତ୍ୱଲିପି ଆଧାରରେ ସ୍ନାନବେଦୀରେ ରହିବେ ସେବାୟତ । ଆବଶ୍ୟକ ସଂଖ୍ୟକ ସେବାୟତଙ୍କୁ ନେଇ ସ୍ନାନ ପୂର୍ଣ୍ଣିମା ହେବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

Comments are closed.