ପବିତ୍ର ସ୍ନାନ ପୂର୍ଣ୍ଣିମାରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟବାସୀଙ୍କୁ ଶୁଭେଚ୍ଛା

ଭୁବନେଶ୍ୱର- ଆଜି ପବିତ୍ର ସ୍ନାନ ପୂର୍ଣ୍ଣିମା । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ମହାପ୍ରଭୁଙ୍କ କୃପା ଓ ଆଶୀର୍ବାଦରୁ କୋଭିଡ ସଂକଟ ଶୀଘ୍ର ଦୂର ହେବ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଭରା ହେଉ ବୋଲି ବାର୍ତ୍ତାରେ କହିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.