ନକଲି ଔଷଧ କାରବାର ମାମଲାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର – ନକଲି ଔଷଧ କାରବାର ମାମଲାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଛି । ମୁଖ୍ୟ ଅଭିଯୁକ୍ତ ଶିବ ଜେନାଙ୍କୁ କ୍ରାଇମବ୍ରାଂଚର ସ୍ୱତନ୍ତ୍ର ଟାସ୍କ ଫୋର୍ସ ଗିରଫ କରିଛି । ତାଙ୍କୁ ଅଜ୍ଞାତ ସ୍ଥାନକୁ ନିଆଯାଇ ପଚରାଉପରା କରିଛି ତଦନ୍ତକାରୀ ଟିମ୍ । ଶିବ ଜେନା ମେଡିଲଏଡ ମେଡିକାମେଂଟ୍ ସଂସ୍ଥାର ଏମଡି । ଗତକାଲି ଶିବଙ୍କ ପତ୍ନୀଙ୍କ ସମେତ ୩ ଜଣକୁ ଗିରଫ କରିଥିଲା କ୍ରାଇମବ୍ରାଂଚ୍ ଏସଟିଏଫ ।

Comments are closed.