ଅବଦୁଲ କଲାମ ଦ୍ୱୀପରୁ ଅଗ୍ନି ପ୍ରାଇମ-୧ର ସଫଳ ପରୀକ୍ଷଣ, ଡିଆରଡିଓକୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ଭୁବନେଶ୍ୱର- ଭଦ୍ରକ ଜିଲ୍ଲା ଧାମରା ଅବଦୁଲ କଲାମ ଦ୍ୱୀପରୁ ଅଗ୍ନି ପ୍ରାଇମ-୧ରେ ସଫଳ ପରୀକ୍ଷଣ କରାଯାଇଛି । ୪ ନମ୍ବର ଲଞ୍ଚପ୍ୟାଡରୁ କ୍ଷେପଣାସ୍ତ୍ର ଛଡାଯାଇଥିଲା । ଅଗ୍ନି ପ୍ରାଇମ-୧ର ଲକ୍ଷ୍ୟଭେଦ କ୍ଷମତା ହେଉଛି ୧୫୦୦ କିଲୋମିଟର । ହଜାରେ କେଜି ଆଣବିକ ଯୁଦ୍ଧାସ୍ତ୍ର ବହନ କରିପାରିବ ଏହି କ୍ଷେପଣାସ୍ତ୍ର । ଏହି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ପାଇଁ ମୁଖ୍ୟମନ୍ତ୍ରୀ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂସ୍ଥାକୁ ଅଭିନନ୍ଦନ ଜଣାଇଛନ୍ତି ।

Comments are closed.