ଭୁବନେଶ୍ୱର ଏମ୍ ସ୍ ପରିସରରେ ଅଗ୍ନିଶମ ସେବା କେନ୍ଦ୍ର କୁ ମୁଖ୍ୟମନ୍ତ୍ରୀ ଙ୍କ ମଞୁରୀ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍ ସ୍ AIIMS ପରିସରରେ ଏଟ ଅଗ୍ନିଶମ ସେବା କେନ୍ଦ୍ର ଖୋଲାଯିବା ପ୍ରସ୍ତାବ କୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଞୁର କରିଛନ୍ତି ।।

ଏହି କେନ୍ଦ୍ର ରେ ଜଣେ station officer ଙ୍କ ସମେତ ଦଶ ଜଣ କର୍ମଚାରୀ ରହିବେ ।
ଏଥିପାଇଁ ରାଜ୍ୟ ସରକାର ଦଶଟି ନୂତନ ପଦବୀ ସୃଷ୍ଟି କରିଛନ୍ତି ।

AIIMS ପରି ଏକ ସର୍ଵଭାରତୀୟ ଚିକିତ୍ସା ପ୍ରତିଷ୍ଠାନ ର ଅଗ୍ନି ନିରାପତ୍ତା କୁ ସୁଦୃଢ କରିବାରେ ଏହା ବିଶେଷ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।
ସୂଚନାଯୋଗ୍ୟ ଯେ SCB medical college cuttack .MKCG medical college Berhampurଏବଂ VIMSAR Burla ରେ ଗୋଟିଏ ଗୋଟିଏ ଅଗ୍ନିଶମ ସେବା କେନ୍ଦ୍ର ରହିଛି ।

ସାରା ରାଜ୍ୟରେ ବର୍ତ୍ତମାନ 338ଟି ଅଗ୍ନିଶମ ସେବା କେନ୍ଦ୍ର ବିପଦ ଆପଦ ସମୟରେ ଲୋକଙ୍କୁ ସେବା ଯୋଗାଉଛି

Comments are closed.