ବାଣୀକଣ୍ଠ ନିମାଇଁ ହରିଚନ୍ଦନଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ବିଶିଷ୍ଟ ପାରମ୍ପରିକ ସଂଗୀତ ଗାୟକ ବାଣୀକଣ୍ଠ ନିମାଇଁ ହରିଚନ୍ଦନଙ୍କ ଆଜି ଜୟନ୍ତୀ । ହରଚିନ୍ଦନଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶୀ ଛାନ୍ଦ, ଚମ୍ପୁ, ଭଜନ ଓ ଜଣାଣ ଗାଇବାରେ ହରିଚନ୍ଦନ ଥିଲେ ଧୁରୀଣ । ଓଡିଶୀ ସଂଗୀତ କ୍ଷେତ୍ରରେ ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.