ମନରେଗା ଶ୍ରମିକମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ସହାୟତା ଘୋଷଣା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- କୋଭିଡ ଯୋଗୁଁ ଆର୍ଥିକ ଭାବେ କ୍ଷତିଗ୍ରସ୍ତ ହୋଇଥିବା ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି । ଆଜି ମନରେଗା ଶ୍ରମିକଙ୍କ କଲ୍ୟାଣ ପାଇଁ ୩୫୨ କୋଟିର ସ୍ୱତନ୍ତ୍ର କୋଭିଡ ପ୍ୟାକେଜ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ସଂଧ୍ୟାରେ ମନରେଗା ଶ୍ରମିକଙ୍କ ପାଇଁ ସ୍ୱତନ୍ତ୍ର ପ୍ୟାକେଜ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ।

Comments are closed.