ଇନ୍ଦିରା ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଜଂଳି

ଭୁବନେଶ୍ୱର- ଆଜି ହେଉଛି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତଃ ଇନ୍ଦିରା ଗାନ୍ଧିଙ୍କ ଜୟନ୍ତୀ । ଭାରତରତ୍ନ ଇନ୍ଦିରା ଗାନ୍ଧିଙ୍କ ଜୟନ୍ତୀ ଅବସରରେ ତାଙ୍କୁ ମନେ ପକାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଶ୍ରଦ୍ଧାଜଂଳି ଜଣାଇଛନ୍ତି । ଇନ୍ଦିରାଙ୍କ ଜୟନ୍ତୀକୁ ଜାତୀୟ ସଂହତି ଦିବସ ଭାବେ ବି ପାଳନ କରାଯାଏ ।

Comments are closed.