ବିଶ୍ୱ ଜନସଂଖ୍ୟା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର- ଆଜି ହେଉଛି ବିଶ୍ୱ ଜନସଂଖ୍ୟା ଦିବସ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାର୍ତ୍ତା ଆସିଛି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସୁସ୍ଥ ଓ ଶିକ୍ଷିତ ଜନସଂଖ୍ୟା ପ୍ରତି ଦେଶର ଶକ୍ତି ଓ ସାମର୍ଥ୍ୟ ହୋଇଥାଏ । ବିଶ୍ୱ ଜନସଂଖ୍ୟା ଦିବସ ଅବସରରେ ଏକ ଭଲ ଭବିଷ୍ୟତ ପାଇଁ ଶିକ୍ଷା, ପ୍ରଶିକ୍ଷଣ ଓ ସ୍ୱାସ୍ଥ୍ୟ ଉପରେ ବିନିଯୋଗ କରି ଆମ ମାନବ ସମ୍ବଳର ଯତ୍ନ ନେବା ପାଇଁ ସଂକଳ୍ପ ନେବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.