ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ଶୁଭେଚ୍ଛା

ଭୁବନେଶ୍ୱର – ପବିତ୍ର ଘୋଷଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅପାର କରୁଣାରୁ କୋଭିଡ ସଂକଟ ଶୀଘ୍ର ଦୂର ହେଉ ବୋଲି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସମସ୍ତଙ୍କ ସୁଖ, ସମୃଦ୍ଧି ଓ ମଙ୍ଗଳମୟ ଜୀବନ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.