ବାଗଚୀ-ଶ୍ରୀଶଙ୍କର କ୍ୟାନସର କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଭୁବନେଶ୍ୱର ଇନଫୋସିଟି-୨ରେ ବାଗଚୀ-ଶ୍ରୀଶଙ୍କର କ୍ୟାନସର କେନ୍ଦ୍ର ଓ ଗବେଷଣା ପ୍ରତିଷ୍ଠାନର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ବାଗଚୀ କରୁଣାଶ୍ରୟ କେନ୍ଦ୍ରର ମଧ୍ୟ ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ । ହସପିଟାଲ୍ ଓ ପ୍ରଯତ୍ନ କେନ୍ଦ୍ର ପାଇଁ ୩୪୦ କୋଟି ଦେଇଛନ୍ତି ସୁବ୍ରତୋ ବାଗ୍‌ଚୀ ଓ ତାଙ୍କ ପତ୍ନୀ ।

Comments are closed.