କୋରୋନାରେ ଆଉ ୬୮ ଜଣଙ୍କ ମୃତ୍ୟୁ ନେଇ ସ୍ପଷ୍ଟ କଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ | News Room Odisha

କୋରୋନାରେ ଆଉ ୬୮ ଜଣଙ୍କ ମୃତ୍ୟୁ ନେଇ ସ୍ପଷ୍ଟ କଲା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ

ଭୁବନେଶ୍ୱର- ରାଜ୍ୟରେ ଆଉ ୬୮ ଜଣଙ୍କ କୋରୋନାରେ ମୃତ୍ୟୁ ହୋଇଥିବା ନେଇ ସ୍ପଷ୍ଟ କରିିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଭୁବନେଶ୍ୱରରୁ ୧୨ ଜଣଙ୍କ ସମେତ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ ଜଣଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମରୁ ୭, ବରଗଡରୁ ୬, ମୟୂରଭଞ୍ଜରୁ ୬, ସୁନ୍ଦରଗଡରୁ ୫, ପୁରୀରୁ ୪, ଯାଜପୁରରୁ ୩, ଅନୁଗୁଳରୁ ୩ , ବଲାଙ୍ଗିରରୁ ୨, କଟକରୁ ୨, ଢେଙ୍କାନାଳରୁ ୨, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୨, ନୟାଗଡରୁ ୨, କନ୍ଧମାଳରୁ ୧, ବାଲେଶ୍ୱରରୁ ୧, ନୂଆପଡାରୁ ଜଣଙ୍କର କୋରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।