ନିର୍ମାଣ ଶ୍ରମିକମାନଙ୍କ ପାଇଁ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ନିର୍ମାଣ ଶ୍ରମିକମାନଙ୍କ ପାଇଁ ଘୋଷିତ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନର ଆଜି ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ମାଣ ଶ୍ରମିକମାନଙ୍କ ପାଇଁ ୩୮୫ କୋଟି ଟଙ୍କାର କୋଭିଡ ସହାୟତା ନେଇ ପୂର୍ବରୁ ଘୋଷଣା କରିଥିଲେ । ଆଜି ସଂଧ୍ୟାରେ ସେମାନଙ୍କୁ ସହାୟତା ପ୍ରଦାନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ।

 

Comments are closed.