ନବୀନ ଓ ଅନ୍ୟ ୫ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କୋଭିଡ ସ୍ଥିତି ନେଇ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ – ଆଜି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଅନ୍ୟ ୫ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଦିନ ୧୧ଟାରେ ବୈଠକ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏସବୁ ରାଜ୍ୟରେ କୋରୋନା ସ୍ଥିତିର ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ । ଓଡିଶା ସମେତ ଆନ୍ଧ୍ର ପ୍ରଦେଶ, କର୍ଣ୍ଣାଟକ, ମହାରାଷ୍ଟ୍ର, କେରଳ ଓ ତାମିଲନାଡୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ।

Comments are closed.