ମୁଖ୍ୟମନ୍ତ୍ରୀଙ୍କ ସୁନାବେଶ ଶୁଭେଚ୍ଛା 

ଭୁବନେଶ୍ୱର- ଶ୍ରୀଜିଉଙ୍କ ସୁନାବେଶ ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ସମସ୍ତଙ୍କୁ କୋଭିଡ ସଂକ୍ରମଣରୁ ସୁରକ୍ଷିତ ରଖନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ପବିତ୍ର ଅବସରରେ ସେ ସମସ୍ତଙ୍କ ସୁଖ ଓ ସମୃଦ୍ଧିମୟ ଜୀବନ କାମନା କରିଛନ୍ତି ।

Comments are closed.