ରାଜ୍ୟରେ ଆଉ ୬୮ କୋରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର – ଗତ ୨୪ ଘଂଟାରେ ସଂଗୃହୀତ ତଥ୍ୟ ଅନୁସାରେ ରାଜ୍ୟରେ ୬୮ ଜଣ କୋଭିଡରେ ପ୍ରାଣ ହରାଇଛନ୍ତି । ରାଜ୍ୟରେ କୋଭିଡ ମୃତ୍ୟୁ ସଂଖ୍ୟା ୫ ହଜାର ୪୪୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ପୁରୀ ଜିଲ୍ଲାରେ ୧୧, ଅନୁଗୁଳରେ ୮, ମୟୂରଭଞ୍ଜରେ ୭ ରୋଗୀଙ୍କ ମୃତ୍ୟୁ ହୋଇଛି । କେନ୍ଦୁଝରରେ ୬, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, ମାଲକାନଗିରି, ନୂଆପଡା ଓ ସୁନ୍ଦରଗଡରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Comments are closed.