ଜୁଲାଇ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ୱର- ଜୁଲାଇ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇବ । ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ପରେ ପ୍ରକାଶ ପାଇବ । ଜୁଲାଇ ୩୧ ତାରିଖ ସୁଦ୍ଧା ଯୁକ୍ତ ଦୁଇ ପରୀକ୍ଷାଫଳ ପ୍ରକାଶ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଥିଲା । କୋଭିଡ କଟକଣା ଯୋଗୁଁ ଏଥର ମଧ୍ୟ ଯୁକ୍ତ ଦୁଇ ପରୀକ୍ଷା ହୋଇପାରିନାହିଁ । ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇ ଫଳ ଘୋଷଣା ହେବ ।

Comments are closed.