ଏନଡିଆରଏଫ ଡିଜି ସତ୍ୟନାରାୟଣ ପ୍ରଧାନଙ୍କୁ ଏନସିବି ଡିଜି ଭାବେ ଅତିରିକ୍ତ ଦାୟିତ୍ୱ | News Room Odisha

ଏନଡିଆରଏଫ ଡିଜି ସତ୍ୟନାରାୟଣ ପ୍ରଧାନଙ୍କୁ ଏନସିବି ଡିଜି ଭାବେ ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର- ଏନଡିଆରଏଫ ଡିଜି ଥିବା ଓଡିଆ ପୁଅ ସତ୍ୟନାରାୟଣ ପ୍ରଧାନଙ୍କୁ ନାର୍କୋଟିକ୍‌ସ କଂଟ୍ରୋଲ ବ୍ୟୁରୋ –ଏନସିବିର ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ଦିଲ୍ଲୀ ପୋଲିସ କମିଶନର ଭାବେ ନିଯୁକ୍ତି ପାଇଥିବା ରାକେଶ ଅସ୍ଥାନାଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି ପ୍ରଧାନ । ସତ୍ୟନାରାୟଣ ପ୍ରଧାନ ହେଉଛନ୍ତି ୧୯୮୮ ବ୍ୟାଚ୍ ଝାଡଖଣ୍ଡ କ୍ୟାଡରର ଆଇପିଏସ୍ ।