ସିନ୍ଧୁଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ଟୋକିଓ ଅଲିମ୍ପିକ୍ସରେ କାଂସ୍ୟ ପଦକ ଜିତିଥିବାରୁ ପି.ଭି ସିନ୍ଧୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲଗାତର ଦୁଇଟି ଅଲମ୍ପିକ୍ସରେ ପଦକ ଜିତି ସିନ୍ଧୁଙ୍କ ନିଷ୍ଠାର ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

 

Comments are closed.