ଭାରତୀୟ ମହିଳା ହକି ଦଳକୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଟୋକିଓ – ପ୍ରଥମ ଥର ପାଇଁ ଭାରତୀୟ ମହିଳା ହକି ଦଳ ଅଲିମ୍ପିକ୍ସ ସେମିଫାଇନାଲରେ ପହଂଚିଛି । ଭାରତୀୟ ମହିଳା ହକି ଦଳର ଏହି ଐତିହାସିକ ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି । ବିଜୟଧାରା ବଜାୟ ରଖିବା ପାଇଁ ଟିମ୍‌କୁ ଉତ୍ସାହିତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏଠାରେ ସୂଚନାଯୋଗ୍ୟ ଯେସ ୨୦୧୮ ମସିହାଠାରୁ ଉଭୟ ପୁରୁଷ ଓ ମହିଳା ହକି ଦଳର ପ୍ରାୟୋଜକ ରହିଛନ୍ତି ଓଡିଶା ସରକାର ।

Comments are closed.