ଛଟ୍ ପର୍ବ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର- ପବିତ୍ର ଛଟ୍ ପର୍ବ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଭଗବାନ ସୂର୍ଯ୍ୟ ସମସ୍ତଙ୍କୁ ସୁଖ, ଶାନ୍ତି ଓ ସମୃଦ୍ଧି ଏବଂ ଭଲ ସ୍ୱାସ୍ଥ୍ୟର ଆଶୀର୍ବାଦ ଦିଅନ୍ତୁ ବୋଲି ନବୀନ କହିଛନ୍ତି । କୋଭିଡ-୧୯ ମହାମାରୀକୁ ହରାଇବା ପାଇଁ ସୂର୍ଯ୍ୟଦେବତା ସମସ୍ତଙ୍କୁ ଶକ୍ତି ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି ।

Comments are closed.