ସ୍ୱାଧୀନତା ସଂଗ୍ରାମୀ ଓ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କ ଆଜି ଜନ୍ମତିଥି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଲୋକଙ୍କ ଉନ୍ନତି, ଓଡିଶାର ପ୍ରଗତି ସମେତ ଓଡିଆ ଭାଷା, ସାହିତ୍ୟର ସୁରକ୍ଷା ଓ ପ୍ରସାର କ୍ଷେତ୍ରରେ ନବକୃଷ୍ଣ ଚୌଧୁରୀଙ୍କ ଅବଦାନ ସର୍ବଦା ସ୍ମରଣୀ. ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

Comments are closed.