୬ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତିଙ୍କୁ ନିଯୁକ୍ତି | News Room Odisha

୬ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତିଙ୍କୁ ନିଯୁକ୍ତି

ଭୁବନେଶ୍ୱର- ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ରାଜ୍ୟର ୬ଟି ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନିଯୁକ୍ତି ଦେଇଛନ୍ତି । ପ୍ରଫେସର ଅପରାଜିତା ଚୌଧୁରୀଙ୍କୁ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ, ପ୍ରଫେସର ସବିତା ଆଚାର୍ଯ୍ୟଙ୍କୁ ଉତ୍କଳ ବିଶ୍ୱବିଦ୍ୟାଳୟ, ପ୍ରଫେସର ଦୀନବନ୍ଧୁ ସାହୁଙ୍କୁ ଫକୀର ମୋହନ ବିଶ୍ୱବିଦ୍ୟାଳୟ ଓ ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତିଙ୍କୁ ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ନିଯୁକ୍ତି ମିଳିଛି । ଉପରୋକ୍ତ ୬ଟି ବିଶ୍ୱବିଦ୍ୟାଳୟରେ କାର୍ଯ୍ୟରତ କୁଳପତିମାନଙ୍କ କାର୍ଯ୍ୟକାଳ ଚଳିତ ମାସରେ ଶେଷ ହେବ ।

COVID-19