ଆସାମର ପୂୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ତରୁଣ ଗୋଗୋଇଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର-ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ଉତର-ପୂର୍ବର ବିକାଶ ପାଇଁ ତରୁଣ ଗୋଗୋଇ ସର୍ବଦା ମନେ ରହିବେ ବୋଲି ମୁଖ୍ୟମନ୍ତ୍ରୀ ଶୋକବାର୍ତାରେ କହିଛନ୍ତି । ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ

Comments are closed.