ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ଧାରଣ ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ | News Room Odisha

ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ଧାରଣ ଅବସରରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ଓ ଅଭିନନ୍ଦନ

ଭୁବନେଶ୍ୱର- ଶ୍ରୀଜିଉଙ୍କ ନାଗାର୍ଜୁନ ବେଶ ଧାରଣ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ଏହି ଅଲୌକିକ ଯୋଦ୍ଧାବେଶ ସମସ୍ତଙ୍କୁ ଅସୀମ ଧୈର୍ଯ୍ୟ ଓ ଶକ୍ତି ଦେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ସେ ସମସ୍ତଙ୍କ କଲ୍ୟାଣ ଓ ସର୍ବାଙ୍ଗୀନ ଉନ୍ନତି କାମନା କରିଛନ୍ତି ।

CM Naveen PatnaikLord Jagannath TempleNagarjuna Besha