୮ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କଲା ଆସିକା ପୋଲିସ

ବ୍ରହ୍ମପୁର – ଗଞ୍ଜାମ ଜିଲ୍ଲା ଆସିକା ପୋଲିସକୁ ବଡ ଧରଣର ସଫଳତା । ଅପରାଧୀ ଦମନ ଅଭିଯାନରେ ଆସିକା ପୋଲିସ ୮ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଗିରଫ କରିଛି । ସେମାନଙ୍କ ନିକଟରୁ ୧୦ଟି ମାଉଜର, ୫୩ ରାଉଣ୍ଡ ଜୀବନ୍ତ ଗୁଳି, ୧୨ଟି ବୋମା ଜବତ କରାଯାଇଛି । ଏହାଛଡା ୪ଟି ବାଇକ ଓ ବିଭିନ୍ନ ମାରଣାସ୍ତ୍ର ଜବତ କରିଛି ପୋଲିସ ।

Comments are closed.