ଜଗତସିଂହପୁର ଜିଲ୍ଲାପାଳଙ୍କ ଅଫିସ୍‌ର କିରାଣିଙ୍କ ଘରେ ଭିଜିଲାନ୍ସ ଚଢାଉ | News Room Odisha

ଜଗତସିଂହପୁର ଜିଲ୍ଲାପାଳଙ୍କ ଅଫିସ୍‌ର କିରାଣିଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ୱର- ଜଗତସିଂହପୁର ଜିଲ୍ଲାପାଳଙ୍କ ଅଫିସ୍‌ର କିରାଣିଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ଆୟ ବହିର୍ଭୂତ ସଂପତି ଠୁଳ ଅଭିଯୋଗରେ ଏହି ଚଢାଉ ହୋଇଛି । ବରିଷ୍ଠ କିରାଣି ସଂଯୁକ୍ତା ଦାସଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । କିରାଣିଙ୍କ ଗାଁ ସାତପୁରା ସମେତ ବିଭିନ୍ନ ସ୍ଥାନରେ ଚଢାଉ ହୋଇଛି । କଟକ ଓ ଜଗତସିଂହପୁର ଜିଲ୍ଲାରେ ୨ଟି ଟିମ୍ ଚଢାଉ କରିଛନ୍ତି ।