ବୀର ସୁରେନ୍ଦ୍ର ସାଏ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଦିବାସୀ ତଥା ସାଧାରମ ଜନତାଙ୍କ ସ୍ୱାର୍ଥ ରକ୍ଷା ପାଇଁ ସମ୍ବଲପୁରରେ ବ୍ରିଟିଶ ବିରୋଧୀ ସଶସ୍ତ୍ର ସଂଗ୍ରାମରେ ତାଙ୍କ ପରାକ୍ରମ ଓ ବଳିଦାନ ସର୍ବଦା ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.