ନେତାଜୀଙ୍କ ୧୨୫ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି | News Room Odisha

ନେତାଜୀଙ୍କ ୧୨୫ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର-ଆଜି ଓଡିଶାର ବରପୁତ୍ର ମହାନ ସ୍ୱାଧୀନତା ସଂଗ୍ରାମ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ । ଏହି ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନେତାଜୀଙ୍କ ଦୃଢ ଆତ୍ମବିଶ୍ୱାସ, ଅନନ୍ୟ ବିଚାରଧାରା ଓ ଦେଶ ପ୍ରତି ସମର୍ପଣ ଭାବେ ସର୍ବଦା ପ୍ରେରଣାଦାୟୀ ।

Chief Minister Naveen PatnaikNetaji Subhas Chandra Bose