ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ ଓ ଅତିରିକ୍ତ ସଚିବ ଭାବେ ଅନୁପମ ସାହା ନିଯୁକ୍ତ

ଭୁବନେଶ୍ୱର: କଟକ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି।

ସେହିପରି ଜଗତସିଂହପୁର ଜିଲ୍ଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଛି।

Comments are closed.