ଭାରତୀୟ ନୈ।ସେନା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର – ଆଜି ହେଉଛି ଭାରତୀୟ ନୈ।ସେନା ଦିବସ । ଦେଶର ଜଳସୀମାର ସୁରକ୍ଷା କରୁଥିବା ବୀର ଯବାନମାନଙ୍କୁ ସଲାମ କରୁଛନ୍ତି ଦେଶବାସୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୈ।ସେନା କର୍ମଚାରୀ ଓ ସେମାନଙ୍କ ପରିବାରବର୍ଗଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଅଦମ୍ୟ ସାହସ, ନିଷ୍ଠା ଓ ଉତ୍ସର୍ଗୀକୃତ ମନୋଭାବ ସହ ଦେଶର ଜଳସୀମାର ସୁରକ୍ଷା କରୁଥିବା ଯବାନଙ୍କୁ ସଲାମ କରିଛନ୍ତି ମୁଖ୍ୟମନ୍ତ୍ରୀ। ସାରାଦେଶ ନୈ। ଯବାନଙ୍କ ପାଇଁ ଗର୍ବିତ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତିି।

Comments are closed.