ଅରବିନ୍ଦ ପାଢୀ ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର – ଆଇଏଏସ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତ କରାଯାଇଛି । ବିକ୍ରମ ଯାଦବଙ୍କୁ ଏହି ପଦରୁ ହଟାଇ ୧୯୯୬ ବ୍ୟାଚର ଆଇଏଏସ ଅରବିନ୍ଦ ପାଢ଼ୀଙ୍କୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦେଇଛନ୍ତି ରାଜ୍ୟ ସରକାର । ନିକଟରେ ବିକ୍ରମ ଯାଦବ ଛୁଟିରେ ଥିବା ବେଳେ ଅରବିନ୍ଦ ପାଢୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇଥିଲେ।

Comments are closed.