ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଶୁଭେଚ୍ଛା | News Room Odisha

ମୁଖ୍ୟମନ୍ତ୍ରୀଙ୍କ ନୂଆଁଖାଇ ଶୁଭେଚ୍ଛା

ଭୁବନେଶ୍ୱର – ଆଜି ପବିତ୍ର ନୂଆଁଖାଇ । ପଶ୍ଚିମ ଓଡ଼ିଶାରେ କୃଷିଭିତ୍ତିକ ଗଣପର୍ବ । ନୂଆଁଖାଇ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ମା’ ସମଲେଶ୍ବରୀଙ୍କ ଆଶୀର୍ବାଦରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧିରେ ଭରିଯାଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।