ଗୀତା ଉପଦେଶ: ମୁଦ୍ରାର ଯେପରି ଦୁଇଟି ପାର୍ଶ୍ଵ ଥାଏ, ସେହିପରି ଭଗବାନ ସଂସାରକୁ ଦ୍ୱିବିଧତାରେ ପୂର୍ଣ୍ଣ କରି ରଚନା କରିଛନ୍ତି

ଭଗବାନ ଶ୍ରୀକୃଷ୍ଣ ଅର୍ଜୁନଙ୍କୁ କହୁଛନ୍ତି ,-

ଯଦୃଚ୍ଛାଲାଭସନ୍ତୁଷ୍ଟୋ ଦ୍ୱନ୍ଦ୍ୱାତୀତୋ ବିମତ୍ସରଃ ।
ସମଃ ସିଦ୍ଧାବସିଦ୍ଧୌ ଚ କୃତ୍ୱାପି ନ ନିବଧ୍ୟତେ।

ଅର୍ଥାତ ସ୍ୱତଃ ମିଳୁଥିବା ଲାଭରେ ସନ୍ତୁଷ୍ଟ ଏବଂ ଈର୍ଷାଶୂନ୍ୟ ହୋଇଥିବା ବ୍ୟକ୍ତିମାନେ ଜୀବନର ଦ୍ୱନ୍ଦ୍ୱରୁ ଊର୍ଦ୍ଧ୍ୱରେ ରହନ୍ତି । ସଫଳତା ଓ ଅସଫଳତାରେ ସମଭାବାପନ୍ନ ରହୁଥିବାରୁ ସେମାନେ ସମସ୍ତ ପ୍ରକାରର କାର୍ଯ୍ୟ କରୁଥିଲେ ମଧ୍ୟ କର୍ମ ବନ୍ଧନରେ ଆବଦ୍ଧ ହୁଅନ୍ତି ନାହିଁ।*

Comments are closed, but trackbacks and pingbacks are open.