ରାଜ୍ୟରେ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର- ରାଜ୍ୟରେ ଆଉ ୨୩ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୭ ଜଣ ହେଉଛନ୍ତି ବିଦେଶ ଫେରନ୍ତା । ଏମାନେ ବ୍ରିଟେନ ଓ ଦୁବାଇରୁ ଆସିଥିଲେ । ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୭କୁ ବୃଦ୍ଧି ପାଇଛି । ନୂଆ ଓମିକ୍ରନ ଆକ୍ରାନ୍ତଙ୍କ ବାବଦରେ ଆଇଏଲଏସ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇ ଦିଆଯାଇଛି ।

Comments are closed.