ଜୟନ୍ତୀରେ ନେତାଜୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବିନମ୍ର ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର –ଆଜି ହେଉଛି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ । ଏହି ଅବସରରେ ଭାରତମାତାର ସୁଯୋଗ୍ୟ ସନ୍ତାନ ତଥା ମହାନ ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶାର ମାଟି ତାଙ୍କୁ ସେବା ଓ ସଂଗ୍ରାମର ମନ୍ତ୍ରରେ ଦୀକ୍ଷିତ କରିଥିଲା । ତାଙ୍କ ଦୃଢ ନେତୃତ୍ୱ, ଅତୁଳନୀୟ ଦେଶଭକ୍ତି ସମସ୍ତଙ୍କ ହୃଦୟରେ ଚିର ଅମର ହୋଇ ରହିଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ବାର୍ତ୍ତାରେ କହିଛନ୍ତି ।

Comments are closed.