ଦିନ ୧୨ଟା ସୁଦ୍ଧା ୪୫ ପ୍ରତିଶତ ମତଦାନ

ଭୁବନେଶ୍ୱର- ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ମତଦାନ ହୋଇଛି । ଦିନ ୧୨ଟା ସୁଦ୍ଧା ୪୫ ପ୍ରତିଶତ ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବିନ୍ଦ୍ର ସାହୁ ସୂଚନା ଦେଇଛନ୍ତି । ଯାଜପୁର ଜିଲ୍ଲାରେ ପୁଣି ନିର୍ବାଚନୀ ହିଂସା ଘଟିଛି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୭୨ ଓ ଦ୍ୱିତୀୟ ପର୍ଯ୍ୟାୟରେ ୭୮ ପ୍ରତିଶତ ମତଦାନ ହୋଇଛି ।

Comments are closed.