ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର- ଭିଜିଲାନ୍ସ ଜାଲରେ ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀ ଅଜୟ ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି ।
ଅଜୟ ମିଶ୍ରଙ୍କ ଘର ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍ । ଏଥିରେ ୫ଜଣ ଡିଏସ୍‌ପି ଓ ୧୧ଜଣ ଇନସ୍‌ପେକ୍ଟର ସାମିଲ ହୋଇଛନ୍ତି ।

 

Comments are closed.