ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର- ଭିଜିଲାନ୍ସ ଜାଲରେ ଫସିଛନ୍ତି ଆଉ ଜଣେ ସରକାରୀ ଅଧିକାରୀ । ଗ୍ରାମ୍ୟ ଉନ୍ନୟନ ବିଭାଗର ଗୋବିନ୍ଦ ଚନ୍ଦ୍ର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ସୋଇଛି । ନୟାଗଡ଼ରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି ଗୋବିନ୍ଦ ଚନ୍ଦ୍ର ସାହୁ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ ଜାରି । ଭୁବନେଶ୍ୱର, ନୟାଗଡ଼, କଟକରେ ଭିଜିଲାନ୍ସ ଚଢ଼ାଉ ଚାଲିଛି ।

Comments are closed.