ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର- ଉତ୍କଳ ଦିବସ ଅବସରରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ।

ଉତ୍କଳ ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ଥିବା ଜନନାୟକମାନଙ୍କ ସ୍ମୃତିଚାରଣ ସହ ଓଡ଼ିଶାର କଳା, ସଂସ୍କୃତି, ପରମ୍ପରାକୁ ସମୃଦ୍ଧ କରିବାକୁ ବାର୍ତ୍ତା ଦେଇଛନ୍ତି ରାଜ୍ୟପାଳ ।

Comments are closed.