ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବ୍ରହ୍ମପୁର- ଭିଜିଲାନ୍ସ ଜାଲରେ ଆଉ ଜଣେ ଯନ୍ତ୍ରୀ । ଗଞ୍ଜାମ ଜିଲ୍ଲା ଭଞ୍ଜନଗରର କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି ।
ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ ହୋଇଛି । ଯନ୍ତ୍ରୀଙ୍କ ଘର ଓ କାର୍ଯ୍ୟାଳୟ ସମେତ ଖୋର୍ଦ୍ଧା ଜିଲ୍ଲା ଓ ଗଞ୍ଜାମ ଜିଲ୍ଲାର ୬ଟି ସ୍ଥାନରେ ଏକକାଳୀନ ରେଡ୍ ଚାଲିଛି ।

Comments are closed.