ପବିତ୍ର ରାମନବମୀରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ପବିତ୍ର ରାମ ନବମୀ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରଭୁ ଶ୍ରୀରାମଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ମଙ୍ଗଳମୟ କରିବା ସହ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରି ଦେଉବୋଲି ମୁଖ୍ୟମନ୍ତ୍ରୀ ବାର୍ତ୍ତାରେ କହିଛନ୍ତି ।

Comments are closed.