ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ଆଜି ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନୀଳମଣି ରାଉତରାୟଙ୍କ ଜୟନ୍ତୀ । ଏହି ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦେଶର ଅଖଣ୍ଡତା ବଜାୟ ରଖିବା ସହ ରାଜ୍ୟର ପ୍ରଗତି ଏବଂ ସୁସ୍ଥ ସମାଜ ଗଠନ ଦିଗରେ ନୀଳମଣି ରାଉତରାୟଙ୍କ ଜୀବନବ୍ୟାପୀ ଉଦ୍ୟମ ସର୍ବଦା ପ୍ରେରଣାଦାୟୀ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.