ପଞ୍ଚାୟତିରାଜ ପ୍ରତିନିଧିଙ୍କୁ ନବୀନଙ୍କ ଗୁରୁମନ୍ତ୍ର

ଭୁବନେଶ୍ୱର -ପଞ୍ଚାୟତିରାଜ ଜନପ୍ରତିନିଧିଙ୍କ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ନିର୍ବାଚିତ ପଞ୍ଚାୟତ ପ୍ରତିନିଧିଙ୍କୁ ମୁଖ୍ୟମନ୍ତ୍ରୀ ଗୁରୁମନ୍ତ୍ର ଦେଇଛନ୍ତି । ସାଧାରଣ ଲୋକ ଯେପରି ସେବାରୁ ବଞ୍ଚିତ ନହେବେ, ଜନପ୍ରତିନିଧି ଧ୍ୟାନ ଦେବେ।ଜନତାଙ୍କ ସମସ୍ୟା ସହ ନିଜକୁ ସାମିଲ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

Comments are closed.