ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା

ନୂଆଦିଲ୍ଲୀ – ଆଜି ରାଷ୍ଟ୍ରପତି ନିର୍ବାଚନ ପାଇଁ ତାରିଖ ଘୋଷଣା କରିବେ ନିର୍ବାଚନ କମିଶନ । ଆଜି ଅପରାହ୍ନ ୩ଟାରେ ତାରିଖ ଘୋଷଣା କରିବେ ଇସିଆଇ । ଆସନ୍ତା ଜୁଲାଇରେ ଶେଷ ହେବ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ । ଜୁଲାଇ ୨୫ରେ ନୂଆ ରାଷ୍ଟ୍ରପତି ନେବେ ଶପଥ ।

Comments are closed.